ବ୍ୟୁରୋ – ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ୩ ଗିରଫ।
ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ୩ ଜଣଙ୍କୁ ଗିରଫ କଲା ପୋଲିସ।ଏ ନେଇ ଘଟଣା ସଂପର୍କରେ ଭୁବନେଶ୍ବର ଡିସିପି ପିନାକ ମିଶ୍ରଙ୍କ ଦେଲେ ସୂଚନା।ନାବାଳିକାଙ୍କୁ ଗଣଦୁଷ୍କର୍ମ ନେଇ ନୟାପଲ୍ଲୀ ଥାନାରେ ପରିବାର ଲୋକେ କରିଥିଲେ ଲିଖିତ ଅଭିଯୋଗ।ପୀଡ଼ିତାଙ୍କୁ ତାଙ୍କ ବାନ୍ଧବୀ ଫୁସୁଲାଇ ଏକ ପରିତ୍ୟକ୍ତ ସ୍ଥାନକୁ ନେଇଥିଲେ।ସେଠାରେ ୪ ଜଣ ଯୁବକ ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା।
ସେପଟେ,ପୋଲିସ ରେଡ୍ କରି ସମସ୍ତ ୪ ଅଭିଯୁକ୍ତ ଓ ପୀଡ଼ିତାଙ୍କ ବାନ୍ଧବୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।